Masthead

ନଳକୂପରୁ ବାହାରୁଛି ଗୋଳିଆ ପାଣି

ବାଙ୍କୀ (ବଡ଼ ଖବର ବ୍ୟୁରୋ): ପାନୀୟ ଜଳ ସମସ୍ୟ ଘେରରେ ଗ୍ରାମବାସୀ । ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରୁ ମାତ୍ର ୨.୫ କିମି ଦୂରରେ ଅବସ୍ଥିତ ହରିରାଜପୂର୍। ମହାନଦୀ କଡ଼ରେ ଅବସ୍ଥିତ ଏହି ଗ୍ରାମର ପାନୀୟ ଜଳ ବୋରୱେଲ୍ ଏବେ ମହାନଦୀ ଭିତରେ ବୁଡି ଜାଇଛି । ଜିଓଲୋଜିକାଲ ସର୍ଭେ କରାନଯାଇ ବୋରୱେଲ୍ ଖୋଲାଯିବାପରେ ଏଭଳି ହୋଇଥିବା କହିଛନ୍ତି ପାନୀୟ ଜଳ ଯୋଗାଣ ଯନ୍ତ୍ରୀ ସ୍ମୃତି ପ୍ରଧାନ । ୨୦୨୧ ମସିହାରେ ହୋଇଥିଲା ୪ଟି ସୋଲାର କୂପ ଉଦ୍ଘାଟନ କରାଯାଇଛି । କିନ୍ତୁ ବର୍ତ୍ତମାନ ସବୁ କିଛି ଅଚଳ ।

ଗ୍ରାମରେ ଥିବା ନଳ କୂପ ମଧ୍ୟରୁ ମାତ୍ର ୪/୫ଟି କାର୍ୟ୍ୟକ୍ଷମ। ସେଥିମଧ୍ୟରୁ କିଛିରୁ ଗୋଳିଆ ପାଣି ବାହାରୁଛି । ଗ୍ରାମବାସୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଗ୍ରାମବାସୀ ମାନଙ୍କ ଦାବି ତୁରନ୍ତ ପାନୀୟ ଜଳର ସମସ୍ୟା ଦୂର ହେଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ