Masthead

ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା  (ବଡ଼ ଖବର ବ୍ୟୁରୋ): ଆଜିଠାରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ୟ୍ୟଟକ ଙ୍କ ମଧ୍ୟରେ ବେଶ ଉତ୍ସାହ ।

ଏହି କୁମ୍ଭୀର ପ୍ରଜନନ ସମୟରେ କୁମ୍ଭୀର ମାନେ ହିଂସ୍ର ରହୁଥିବାରୁ ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ଭିତରକନିକା ବନ୍ଦ ରହିଥାଏ । ଅପରପକ୍ଷରେ ଆଜି ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ମଧ୍ୟ ପ୍ରସ୍ତୁତ । ଭିତରକନିକାର ପ୍ରାକୃତିକ ସୌନ୍ଦର୍ୟ୍ୟକୁ ବୁଲି ଦେଖିବାକୁ ହେଲେ ତିନୋଟି ଜଳପଥ ପ୍ରବେଶ ଦ୍ଵାର ଗୁପ୍ତି, ଖୋଳା, ଚାନ୍ଦବାଲି ରହିଛି ଓ ସ୍ଥଳ ପଥ ଦେଇ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ପର୍ଯ୍ୟଟକ ପ୍ରବେଶ କରି ନୈବିହାର କରି ଭିତରକନିକା ବୁଲିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ