Masthead

ପ୍ରଧାନମନ୍ତ୍ରୀ ଦୋଷୀ, ସେ ଏହାର ସାମ୍ନା କରିପାରିବେ ନାହିଁ: ଲାଲୁ ପ୍ରସାଦ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମଣିପୁର ହିଂସାକୁ ନେଇ ରାଜନୀତି ଜୋର ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦରେ ଉପସ୍ଥିତ ରହିବାକୁ ଦାବି କରୁଛନ୍ତି। ଯାହାକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି।

ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ଦୋଷୀ ଏବଂ ସେ ଏହାର ସାମ୍ନା କରିପାରିବେ ନାହିଁ। ସେଥିପାଇଁ ସେ ସଂସଦରେ ମଣିପୁର ଉପରେ ଆଲୋଚନା ଆରମ୍ଭ କରିନାହାଁନ୍ତି। ଖାଲି ସେତିକି ନୁହେଁ ସେ କହିଥିଲେ ଯେ ୨୦୨୪ରେ ଲୋକ ସଭା ନିର୍ବାଚନରେ ହାରିଯିବା ପରେ ମୋଦି ବିଦେଶରେ ଯାଇ ରହିବେ। ମୋମୋ ପିଜାର ମଜା ନେବେ । ଯେଉଁଥି ପାଇଁ ସେ ବର୍ତ୍ତମାନ ବିଦେଶରେ ସ୍ଥାନ ଖୋଜୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ