Masthead

ଲଗାଣ ବର୍ଷା ଯୋଗୁଁ ଭାରସାମ୍ୟ ହରାଇ ପୋଖରୀ ଭିତରେ ପଶିଲା କାର୍

ସୋର (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ପୋଖରୀ ଭିତରେ ପଶିଲା କାର୍ । ଲଗାଣ ବର୍ଷା ଯୋଗୁଁ ଭାରସାମ୍ୟ ହରାଇଲା କାର୍ । ପୋଖରୀ ଭିତରେ ପଶିଲା କାର୍, ବର୍ତ୍ତିଲେ ୫ । ବାଲେଶ୍ୱର ସିମୁଳିଆ ଥାନା ମାର୍କୋଣା ବଜାର ସାହିରେ ଘଟିଛି ଅଘଟଣ । କାର୍ କାଚ ଭାଙ୍ଗି ୫ ଜଣଙ୍କୁ ଉଦ୍ଧାର କରାଯାଇଛି । ପ୍ରଥମେ ସିମୁଳିଆ ପରେ ଭଦ୍ରକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ଶରଧାବାଲିରେ ୩ ରଥ 🔴 ଆଜି ପୁଣି ଗଡ଼ିବ ରଥ 🔴 ବ୍ଲକବଷ୍ଟର ‘ବୋଉ ବୁଟୁ ଭୂତ’ 🔴 ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ପୁଣି ଚର୍ଚ୍ଚାରେ ନୀଳ ଡ୍ରମ ! 🔴 ରଥରେ ବିରାଜିଲେ ଚତୁର୍ଦ୍ଧାମୂର୍ତ୍ତି 🔴 ଆନ୍ତର୍ଜାତୀୟ ସ୍ପେଶ୍ ଷ୍ଟେସନରେ ଶୁଭାଂଶୁ ଶୁକ୍ଲା