Masthead

ମା’ ପାଟଣେଶ୍ୱରୀ ମନ୍ଦିର ଭିତରେ ପଶିଲା ବର୍ଷା ପାଣି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲାରେ ଲଗାଣ ବର୍ଷାା ତଳିଆ ଅଞ୍ଚଳରେ ପଶିଲା ପାଣି । ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି । ପାଣି ପଶିଯିବାରୁ ମା’ଙ୍କ ନୀତିକାନ୍ତି ବନ୍ଦ ରହିଛି । ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ସେପଟେ ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି କେନ୍ଦୁଝର, ଦେଓଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ଗଭୀର ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ପାଣି ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ