Masthead

ଖୋଲିଲା ଗେଟ, ପୋଲ ଉପରେ ୮ ଫୁଟର ପାଣି

ବାରିପଦା  (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ବେହାଲ ସ୍ଥିତି । କପ୍ତିପଦା ଉପଖଣ୍ଡରେ ବନ୍ୟା ପରିସ୍ଥିତି । ଗତକାଲି ରାତିରେ ଶିମିଳିପାଳ ଉପର ମୁଣ୍ଡରେ ଲଗାଣ ବର୍ଷା କାରଣରୁ ସୁନେଇ ଡ୍ୟାମର ଚାରି ଗୋଟି ଗେଟ ଖୋଲାଯାଇଛି । ଯାହା ଫଳରେ ଡ୍ୟାମରୁ ବାହାରୁଥିବା ବନ୍ୟା ଜଳରେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଏହି ବନ୍ୟାଜଳ ଫଳରେ କପ୍ତିପଦା ମହିଷାସୁରି ପୋଲ ଉପରେ ୮ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି । ଏହି ପୋଲ ସମ୍ପୂର୍ଣ୍ଣ ଭାବେ ବୁଡି ଯାଇଥିବା ବେଳେ ପୋଲର ଗୋଟିଏ ପାଖ କିଛି ମାତ୍ରାରେ ଧୋଇ ହୋଇଯାଇଛି । ଯାହାଫଳରେ ଉଦଳା – ଶାଳଛୁଆ ଏବଂ ସୋର ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି । ରାସ୍ତାର ୨ ପାର୍ଶ୍ଵରେ ଯାନବାହନ ଅଟକି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା