Masthead

ଲଗାଣ ବର୍ଷା: ସୋର- ଔପଦାକୁ ଯେଗାଯୋଗ ବିଛିନ୍ନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ଲଗାଣ ବର୍ଷାରେ ସୋରରୁ ଔପଦା କୁ ଯୋଗାଯୋଗ ହେଉଥିବା ରାସ୍ତା ବୁଦାଖୁଣ୍ଟା ନିକଟରେ ୧୫ଫୁଟର ଘାଇ ସୃଷ୍ଟି ହୋଇ ଯୋଗାଯୋଗ ବିଛିନ୍ନ ହୋଇଛି । ପ୍ରବଳ ବର୍ଷା ଯୋଗୁଁ କେନାଲ ପାଣି ବଢିବାରେ ଲାଗିଛି ଫଳରେ ବଡ ଘାଇ ସୃଷ୍ଟି ହୋଇଛି ।ଏହି ରାସ୍ତା ଦେଇ ଆମ୍ବୁଲାନ୍ସ ମଧ୍ୟ ଫେରି ଯାଉଥିବା ଚିତ୍ର ସାମ୍ନାକୁ ଆସିଥିବା ବେଳେ ଚାଷ ଜମି ପାଣି ଘେରରେ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ