Masthead

ନଦୀରେ ଭାସିଗଲେ ମହିଳା, ଉଦ୍ଧାର କଲା ଅଗ୍ନିଶମ ବାହିନୀ

ଆନ୍ଦପୁର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌର ପରିଷଦ ଫକୀରପୁର ବୈତରଣୀ ନଦୀକୁ ଶୌଚ ହେବାକୁ ଯାଇଥିଲେ ମହିଳା । ନଦୀ ମଝିରେ ଥିବା ଏକ ବୁଦା ନିକଟରେ ଠିଆ ହୋଇଥିବା ବେଳେ ନଦୀରେ ଜୋରେ ପାଣି ଆସିବାରୁ ସେ ନଦୀ ପାର ହୋଇପାରିନଥିଲେ । ଫଳରେ ସେ ସେଠାରେ ଫସି ରହିଥିଲେ। ସ୍ଥାନୀୟ ଲୋକମାନେ ଦେଖି ଆନନ୍ଦପୁର ଅଗ୍ନିଶମ ବହିନୀକୁ ଖବର ଦେଇଥିଲେ ।

ଖବର ପାଇ ଅଗ୍ନିଶମ ବାହିନୀ ପହଁଚି ମହିଳାଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡ଼ିକଲରେ ଭର୍ତ୍ତି କରିଥିଲେ । ଏବେ ମହିଳାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡିଛି । ମହିଳା ଜଣଙ୍କ ଫକୀରପୁର ଗ୍ରାମର ସନାତନ ରାଉଳଙ୍କ ସ୍ତ୍ରୀ ବସନ୍ତି ରାଉଳ ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍