Masthead

୧୦ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗତ ୨ଦିନ ହେବ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି ।ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସୁଚନା ଅନୁଯାୟୀ ପାଣିପାଗ ବିଭାଗ ୧୦ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛନ୍ତି । ସେଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୁର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା