Masthead

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲାର ଅଭିଯୁକ୍ତ ଅର୍ଚ୍ଚନା ନାଗଙ୍କୁ ମିଳିଛି ଜାମିନ । ତାଙ୍କ ନାମରେ ୩ଟି ମାମଲା ଥିବା ବେଳେ ଖଣ୍ଡଗିରି ମାମଲାରେ ହାଇକୋର୍ଟରୁ ଅର୍ଚ୍ଚନାଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ । ଦୁଇଟି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଖଣ୍ଡଗିରି ଓ ନୟାପଲ୍ଲୀ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଛି । ତଦନ୍ତରେ ସହଯୋଗ କରିବାକୁ ସର୍ତ୍ତ ରଖାଯାଇଛି ।ହାଇକୋର୍ଟ ରଖିଥିବା ସର୍ତ୍ତ ଗୁଡ଼ିକ ହେଉଛି, ସେ ଆବେଦନକାରୀଙ୍କ ସହିତ ଯୋଗାଯୋଗ କରିପାରିବେନି, ବେଲ୍ ଥିବା ସମୟରେ ମାମଲାକୁ ନେଇ ବାହାରେ ସେ କିଛି ପ୍ରତିକ୍ରିୟା ରଖିପାରିବେନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା