ଲଗାଣ ବର୍ଷାରେ ଭାଙ୍ଗିଗଲା ଘର

ଭଦ୍ରକ(ବଡ଼ ଖବର ବ୍ୟୁରୋ):  ଲଗାଣ ବର୍ଷାରେ ଗାଁରେ ପଶିଲା ନଦୀ ପାଣି । ଭାଙ୍ଗିଗଲା ଘର । ବନ୍ତ ବ୍ଲକ୍ ରାମଚନ୍ଦ୍ରପୁର ଗାଁରେ କପାଳୀ ନଦୀର ପାଣି ପଶିବା ଯୋଗୁଁ ପୁରା ଗାଁ ଜଳମଗ୍ନ । ଗାଁର ସୁବାଷ ଯେନାଙ୍କ ଘର ସମ୍ପୂର୍ଣ୍ଣ ଭାବେ ପାଣିରେ ମିଶି ଯାଇଛି । ଘରେ ରହି ଯାଇଥିବା ସମସ୍ତ ଆସବାବ ପତ୍ର ମଧ୍ୟ ନଷ୍ଟ ହୋଇ ଯାଇଛି । ଏବେ ସୁବାଷ ଓ ତାଙ୍କର ପରିବାର କେଉଁଠି ରହିବେ ଓ କିପରି ଚଳିବେ ସେନେଇ ସରକାରଙ୍କ ସହାୟତା ଲୋଡ଼ିଛନ୍ତି ସଂପୂର୍ଣ୍ଣ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ