Masthead

୧୫ ଜିଲ୍ଲା ଉପରେ ନଜର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ଫୁଲୁଛି ସବୁ ନଦୀର ଜଳସ୍ତର । ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦ୍ଦେଶ ଦେଲେ ଏସଆରସି । ଦୁର୍ବଳ ନଦୀ ବନ୍ଧ ଗୁଡ଼ିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ପୋଲିସ, ଜଳସମ୍ପଦ ବିଭାଗ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଦରକାର ପଡ଼ିଲେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଛନ୍ତି ଏସଆରସି ।

ନିରାପଦ ବିଲ୍ଡିଂରେ ରହିବା ଓ ଖାଇବାର ବ୍ୟବସ୍ଥା କରିବା ପାଇଁ ମଧ୍ୟ କୁହାଯାଇଛି । ସେପଟେ ବର୍ଷାରେ ବେହାଲ ପୁରା ରାଜ୍ୟ । ୧୫ ଜିଲ୍ଲାରେ ସର୍ଚ୍ଚ ଆଣ୍ଡ ରେସ୍କୁ୍ୟ ଅପରେସନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ୮ ଏନଡିଆରଏଫ, ୧୩ ଓଡ୍ରାଫ, ୨୩ ଅତିରିକ୍ତ ଫାୟାର ଟିମ ମୁତୟନ କରଯାଇଛି । ଏସଆରସି କାର୍ଯାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ