ଆଜିଠୁ ଭାରତ-ୱେଷ୍ଟଇଣ୍ଡିଜ ପ୍ରଥମ ଟି-୨୦ ସିରିଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ଆରମ୍ଭ ହେବ ଟି-୨୦ ସିରିଜ । ଦିନିକିଆ ଶୃଙ୍ଖଳା ଜିତିବା ପରେ ଭାରତୀୟ ଯୁବ ଦଳର ପରବର୍ତ୍ତୀ ଅଭିଯାନ ଆଜିଠୁ ଆରମ୍ଭ ହେବ। ୱେଷ୍ଟଇଣ୍ଡିଜ୍‌ ବିପକ୍ଷରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଶୃଙ୍ଖଳା ଖେଳିବ ଭାରତୀୟ ଦଳ। ପ୍ରଥମ ମ୍ୟାଚ ରାତି ୮ ଟାରେ ତରୌବାର ବ୍ରାଏନ୍‌ ଲାରା ଷ୍ଟାଡିୟମ୍‌ରେ ଖେଳାଯିବ । ଏଥିପାଇଁ ଉଭୟ ଦଳ ପରସ୍ପରକୁ ଟକ୍କର ଦେବା ପାଇଁ ପ୍ରସ୍ତୁତ ହୋଇଛନ୍ତି । ଟେଷ୍ଟ ଓ ଦିନିକିଆ ସିରିଜରେ ୱେଷ୍ଟଇଣ୍ଡିଜକୁ ଲଗାତାର ପରାଜିତ କରି ବିଜୟୀ ହୋଇଥିବାରୁ ସିରିଜ ହାତେଇବାକୁ ଲକ୍ଷ୍ୟ ରଖିଛି ଭାରତ ।

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଯୁବ କ୍ରିକେଟରଙ୍କୁ ନେଇ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ରୋହିତ ଶର୍ମା, ବିରାଟ କୋହଲିଙ୍କ ବିନା ଯେପରି ଦିନିକିଆ ଶୃଙ୍ଖଳାକୁ ଭାରତ ଜିତିଥିଲା, ଏବେ ଟି-୨୦ରେ ମଧ୍ୟ ସେହି କମାଲ୍‌ ଦେଖାଇବା ପାଇଁ ପୁଣି ସୁଯୋଗ ସୃଷ୍ଟି ହୋଇଛି। ଗୁରୁବାରଠୁ ଆରମ୍ଭ ହେଉଥିବା ସୀମିତ ଓଭର ଶୃଙ୍ଖଳାରେ ବିଶେଷ କରି ଯଶସ୍ବୀ ଜୟସ୍ବାଲ୍‌, ତିଳକ ବର୍ମା, ମୁକେଶ କୁମାରଙ୍କ ଭଳି ନବାଗତଙ୍କ ଉପରେ ଅଧିକ ନଜର ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!