Masthead

ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ସୂଚନା ମିଳିଛି । ଓଡ଼ିଶା ଗସ୍ତରେ ଆସି ଶାହ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବାର ସମ୍ଭାବନା ରହିଛି । ଅନ୍ୟପଟେ ତାଙ୍କର ଗସ୍ତ ସମ୍ପର୍କରେ ସରକାରୀ ଭାବେ ବିସ୍ତୃତ ସୂଚନା ମିଳିନାହିଁ । ଆସନ୍ତା କାଲି ରାତି ୧୦ରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ । ମେଫେୟାରରେ ରାତ୍ରିଯାପନ କରିବେ ।

ଶନିବାର ଦିନ ୧୧ଟା ରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ । ୧୨ରୁ ସାଢ଼େ ୧୨ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକ କରିବେ । ସାଢେ ୧୨ରୁ ଦଳୀୟ ବୈଠକ ମେ ଫେୟାର ହୋଟେଲରେ ହେବ । ୧:୨୦ରେ ବିଜେପି ପାର୍ଟି ଅଫିସରେ ମଧ୍ୟାହ୍ନ ଭୋଜନ କରିବେ । ୨ଟା ରୁ ୫ଟା ଯାଏଁ ଦଳୀୟ କର୍ମକର୍ତ୍ତା ଓ ବରିଷ୍ଠ ନେତୃବୃନ୍ଦଙ୍କ ସହ ବୈଠକ କରିବେ । ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ଛାଡିବା ପୂର୍ବରୁ ବିମାନବନ୍ଦର ଲଞ୍ଜରେ ବି ବୈଠକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା