ମାଛ ଧରୁଥିବା ବେଳେ ଭାସିଗଲା ନାବାଳକ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ଫୁଲୁଛି ସବୁ ନଦୀର ଜଳସ୍ତର । ନଦୀର ପ୍ରଖର ସୁଅରେ ଭାସିଗଲା ନାବାଳକ । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଖଡିପଦା ଅଂଚଳରେ ଘଟିଛି ଅଘଟଣ । ଗେଙ୍ଗୁଟି ନଦୀରେ ମାଛ ଧରୁଥିବା ସମୟରେ ଭାସିଗଲା ନାବାଳକ । ବନ୍ୟା ସୁଅରେ ଭାସି ନାବାଳକ ନିଖୋଜ ଅଛନ୍ତି । ଭାସିଯାଇଥିବା ଯୁବକଙ୍କ ନାଁ ଆକାଶ ଦାସ ହୋଇଥିବା ବେଳେ ବୟସ ୮ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’