ମହାନଦୀରେ ବନ୍ୟା, ଚାଷଜମି ଜଳମଗ୍ନ

ବାଙ୍କୀ (ବଡ଼ ଖବର ବ୍ୟୁରୋ): ମହାନଦୀରେ ମାଡ଼ିଆସିଲା ବନ୍ୟାଜଳ । ହୁଳୁହୁଲା ପୋଲ ଉପରେ ପାଣି । ବାଙ୍କୀ ସହ ୫ ପଂଚାୟତ ଯୋଗାଯୋଗ ବିଚ୍ଛିନ୍ନ । ସେପଟେ ଲଗାଣ ବର୍ଷାରେ କଣାସରେ ଜଳମଗ୍ନ ଚାଷଜମି, ଫସଲ ନଷ୍ଟ । ବଢୁଛି ଦୟା, ରାଜୁଆ ନଦୀର ଜଳସ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’