Masthead

ଓଡ଼ିଆ ବିଶ୍ୱ ବିଦ୍ୟାଳୟ କାମ ଆଗେଇ ପାରୁନାହିଁ: ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେବଳ ଘୋଷଣାରେ ସୀମିତ ଓଡିଆ ବିଶ୍ୱବିଦ୍ୟାଳୟ । ସରକାରଙ୍କ ଅଦୂରଦର୍ଶିତାରୁ ଓଡ଼ିଆ ବିଶ୍ୱବିଦ୍ୟାଳୟ ବାସ୍ତବତାଠାରୁ ବହୁ ଦୂରରେ । ବିଶ୍ୱ ବିଦ୍ୟାଳୟର ପରିକଳ୍ପନା କେବଳ ପରିକଳ୍ପନାରେ ରହିଗଲା । ଓଡ଼ିଆ ବିଶ୍ୱ ବିଦ୍ୟାଳୟ ଘୋଷଣା ଏକ ଲଲିପପ । ରାଜ୍ୟକୁ ଅଣଓଡ଼ିଆ ଅଫିସରମାନେ ଶାସନ କରୁଥିବାରୁ ଓଡ଼ିଆ ବିଶ୍ୱ ବିଦ୍ୟାଳୟ କାମ ଆଗେଇ ପାରୁନାହିଁ । ରାଜ୍ୟ ସରକାରଙ୍କ ପ୍ରଚାର ସର୍ବସ୍ୱ ଓଡ଼ିଆ ବିଶ୍ୱବିଦ୍ୟାଳୟରେ କୁଳପତି, ରେଜିଷ୍ଟ୍ରାର ନାହାନ୍ତି । ବିଶ୍ୱ ବିଦ୍ୟାଳୟର ହେଡକ୍ୱାଟର ଭୁବନେଶ୍ୱର ରଖିବା ପାଇଁ ରାଜ୍ୟ ସରକାର ନେଇଥିବ୧ା ନିଷ୍ପତି ଦୁର୍ଭାଗ୍ୟଜନକ ବୋଲି ବିଜେପି ମୁଖପାତ୍ର ରମାରଞ୍ଜନ ବଳିୟାରସିଂହ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି