Masthead

କୁଜଙ୍ଗ ବ୍ଲକ ତେରମାଣପୁର ଗାଁ ନିକଟରେ ୨୦ ଫୁଟର ଘାଇ

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ବଢୁଛି ହୀରାକୁଦ ଜଳସ୍ତର । ସକାଳ ୬ଟା ସୁଦ୍ଧା ଜଳସ୍ତର ୬୧୪.୬୦ ଫୁଟ୍‌ । ହୀରାକୁଦକୁ ପ୍ରବେଶ କରୁଛି ୪,୩୨,୮୦୮ କ୍ୟୁସେକ୍‌ ଜଳ । ନିଷ୍କାସନ ହେଉଛି ୬୭ ହଜାର ୬୯୦ କ୍ୟୁସେକ୍‌ ଜଳ । ସେପଟେ ମହାନଦୀରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି । କୁଜଙ୍ଗ ବ୍ଲକ ତେରମାଣପୁର ଗାଁ ନିକଟରେ ୨୦ ଫୁଟର ଘାଇ ହେବା ଫଳରେ ଅନେକ ପରିବାର ଜଳବନ୍ଦୀ ହୋଇଛନ୍ତି । ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼