Masthead

ମୁଣ୍ଡଳିରେ କମୁଛି ଜଳସ୍ତର

କଟକ(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବର ରାଜ୍ୟରେ ଗତ ୫ ଦିନ ଧରି ଲଗାତାର ବର୍ଷା ଯୋଗୁଁ ଜଳସ୍ଥର ବୃଦ୍ଧି ପାଇଛିା । ଆଜି କଟକ ମୁଣ୍ଡଳିରେ ହ୍ରାସ ପାଉଛି ଜଳ ପ୍ରବାହ । ଗତମାଲି ୯ଲକ୍ଷ ୧୮ ହଜାର କ୍ୟୁସେକ ଜଳ ପ୍ରବାହିତ ହୋଇଥିବା ବେଳେ ଆଜି ୮ ଲକ୍ଷ ୬ ହଜାର ୧୪ କ୍ୟୁସେକ ଜଳ ପ୍ରବାହିତ ହେଉଛି । ସ୍ଥିତି ମୁକାବିଲା ପାଇଁ ମହାନଦୀ ଜଳ ମୁଣ୍ଡ ପାଇଁ ୭ ଜଣ ବରିଷ୍ଠ ଯନ୍ତ୍ରୀଙ୍କୁ ନିୟୋଜିତ କରିଛି ଜଳ ସମ୍ପଦ ବିଭାଗ । ୧୬ ଜିଲ୍ଲାରେ ଉଦ୍ଧାର କାର୍ଯ୍ୟ ପାଇଁ ୧୦୬ ଟିମକୁ ନିୟୋଜିତ କରାଯାଇଛି ।ଏଥିରେ ଓଡ୍ରାଫ ୧୩, ଏନଡିଆରଏଫ୍ ୮ ଓ ଅଗ୍ନିଶମର ୭୫ ଟିମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା