Masthead

ରାଜ୍ୟରେ ବିଜେପିର ନୂଆ ଟିମ ଘୋଷଣା

ଭୁବନେଶ୍ୱର ମନମୋହନ ସାମଲଙ୍କ ନୂଆ ଟିମ ଘୋଷଣା । ରାଜ୍ୟରେ ବିଜେପିର ନୂଆ ଟିମ ଘୋଷଣା । ପରିବର୍ତ୍ତନ ହେଲେ ରାଜ୍ୟ ଯୁବ ଓ ମହିଳା ସଭାପତି । ୩୫ ଜଣିଆ ତାଲିକା ଘୋଷଣା କଲେ ମନମୋହନ ସାମଲ । ତାଲିକାରେ ୧୦ ଜଣ ଉପସଭାପତି ଓ ୫ ଜଣ ସାଧାରଣ ସମ୍ପାଦକ ସାମିଲ । ଉପସଭାପତି- ନାଉରୀ ନାୟକ, ଅପରାଜିତା ଷଡ଼ଙ୍ଗୀ, ରବି ନାଏକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପତ୍ର, ଗୋଲକ ମହାପତ୍ର, କୁସୁମ ଟେଟେ, ଲେଖାଶ୍ରୀ ସାମନ୍ତସିଂହାର, ସୁକେଶି ଓରାମ, ବିରଞ୍ଚିନାରାୟଣ ତ୍ରିପାଠୀ ସାମିଲ ।

ଅଭିଳାଷ ପଣ୍ଡା ହେଲେ ଯୁବ ମୋର୍ଚ୍ଚା ସଭାପତି । ଐଶ୍ୱର୍ଯ୍ୟା ବିଶ୍ୱାଳ ହେଲେ ମହିଳା ସଭାନେତ୍ରୀ । ଭୃଗୁ ଓ ପୃଥିବୀଙ୍କ ନୂଆ ଲିଷ୍ଟରେ ନାହିଁ ସ୍ଥାନ । କିଷାନ ମୋର୍ଚ୍ଚା ସଭାପତି ହେଲେ ମହେଶ୍ୱର ସାହୁ । ଏସଟି ମୋର୍ଚ୍ଚା ନିତ୍ୟାନନ୍ଦ ଗଣ୍ଡ, ଏସସି ମୋର୍ଚ୍ଚା- ବିଭୁ ପ୍ରସାଦ ତରାଇ । ଓବିସି ମୋର୍ଚ୍ଚା ସଭାପତି ଭାବେ ସୁରଥ ବିଶ୍ୱାଳଙ୍କୁ ଦିଆଗଲା ଦାୟିତ୍ୱ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା