Masthead

ଅପରାହ୍ନରେ ଖୋଲାଯିବ ହୀରାକୁଦ ଗେଟ୍: ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ

ହୀରାକୁଦ(ବଡ଼ ଖବର ବ୍ୟୁରୋ):  ଖୋଲାଯିବ ହୀରାକୁଦ ଜଳଭଣ୍ଡାର ଗେଟ । ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା । ଆଜି ଅପରାହ୍ନରେ ହୀରାକୁଦର ଅଧିକ ଗେଟ୍ ଖୋଲିବ । କାଲି ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଯୋଗୁ ଜଳସ୍ତର ବଢୁଛି। ଏବେ ହୀରାକୁଦର ୨ଟି ଗେଟ୍ ଖୋଲା ଅଛି ବନ୍ୟାସ୍ଥିତି ନିୟନ୍ତ୍ରଣ ରହିଛି। କୌଣସି ବଡ଼ ଧାରଣ କ୍ଷୟକ୍ଷତି ନାହିଁ। ବ୍ରାହ୍ମଣୀ ନଦୀରେ ୨ଟି ଘାଇ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଯାଜପୁର ଜିଲ୍ଲାରେ ଛୋଟ ଧରଣର ବନ୍ୟା ହୋଇଛି। ମୁଣ୍ଡୁଳିରେ ୬ଲକ୍ଷ ୯୭ହଜାର କ୍ୟୁସେକ୍ ଜଳ ପ୍ରଭାବିତ ହେଉଛି।

ଖଇରୀ ମାଳ ୩ଲକ୍ଷ ୪୦ହଜାର ବରମୂଳ ୪ଲକ୍ଷ ୮୦ ଜଳ ପ୍ରଭାବିତ ହେଉଛି । ଏବେ ରାଜ୍ୟରେ ବର୍ଷାର ପରିମାଣ କମିଛି। ହୀରାକୁଦରେ ୪ଲକ୍ଷ ୭୦ହଜାର ପ୍ରବେଶ କରୁଛି ଯାହା ବର୍ଷା ହୋଇଛି ସେହି ଜଳ ପ୍ରବେଶ କରୁଛି। ହୀରାକୁଦ ଖୋଲିବା ପାଇଁ ଚିନ୍ତା କରାଯାଉଛି। ଅପରାହ୍ନରେ ଖୋଲାଯିବ ଗେଟ୍। ୧୨ଘଣ୍ଟା ଲାଗିବ ସେ ସମୟକୁ ତଳିଆ ଅଞ୍ଚଳରୁ ଜଳସ୍ତର କମିଯାଇଥିବ ବୋଲି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ