Masthead

ଗଜପତିଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ପରିଚାଳନା କମିଟିର ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆରମ୍ଭ ହେଲା ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧକ୍ଷତାରେ ଆରମ୍ଭ ହେଲା ବୈଠକ। ଏଜେଣ୍ଡାରେ ନଥିଲେ ମଧ୍ୟ ବନକଲାଗି ବିବାଦକୁ ନେଇ ହେବ ଆଲୋଚନା। ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା। ସ୍ନାନଯାତ୍ରା, ରଥଯାତ୍ରା ତ୍ରୁଟି ସମୀକ୍ଷା, ସେବାୟତ ବାସଗୃହ ଯୋଜନା, ଶ୍ରୀମନ୍ଦିର ଆଦର୍ଶ ଗୁରୁକୂଳ ଓ ବାଉଳୀ ମଠର ଉନ୍ନତିକରଣ ଉପରେ ହେବ ବିସ୍ତୃତ ଆଲୋଚନା। ବୈଠକରେ ଅନୁପସ୍ଥିତ ଅଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ପରିଚାଳନା କମିଟିର ସମସ୍ତ ସଦସ୍ୟ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ମଧ୍ୟ ବୈଠକରେ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ