Masthead

ରାଜ୍ୟରେ ନାହିଁ ବର୍ଷା ବିତ୍ପାତ ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତ ଓଡ଼ିଶା ଉପରୁ ହଟିଯାଇଥିବାରୁ ରାଜ୍ୟରେ ଆଉ ବର୍ଷା ବିତ୍ପାତ ଆଶଙ୍କା ନାହିଁ । ଆସନ୍ତା ୫ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । କେଉଁଠି କେମିତି ହାଲକା ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଅବପାତ ପଶ୍ଚିମ-ଉତର ପଶ୍ଚିମ ଦିଗରେ ଗତି କରି ସେହି ସମାନ ଅଞ୍ଚଳରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଓ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଦକ୍ଷିଣପୂର୍ବ ଉତ୍ତରପ୍ରଦେଶ ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପରେ ରହିଛି । ଏହା ପ୍ରଭାବରେ ଓଡ଼ିଶା ଉପକୂଳ ତଥା ସଂଲଗ୍ନ ବଙ୍ଗୋପସାଗରରେ ଖୁବ୍ ଜୋରରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼