Masthead

ନାବାଳିକା ଛାତ୍ରୀକୁ ଅପହରଣ ଓ ଦୁଷ୍କର୍ମ ଉଦ୍ୟମ ବିରୋଧରେ ନୂଆପଡ଼ା ଆଦିବାସୀ ସଂଘର ବିକ୍ଷୋଭ ପ୍ରଦର୍ଶନ

ନୂଆପଡା(ବଡ଼ ଖବର ବ୍ୟୁରୋ): ନୂଆପଡା ଗଣ୍ଡାବାହାଲି ସେବାଶ୍ରମ ବିଦ୍ୟାଳୟର ନାବାଳିକା କୁ ଅପହରଣ ଓ ଦୁଷ୍କର୍ମ ଉଦ୍ୟମ ବିରୋଧରେ ନୂଆପଡ଼ା ଜିଲ୍ଲା ଆଦିବାସୀ ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ଦୋଷୀ ଉପରେ କଡା କାର୍ୟ୍ୟାନୁଷ୍ଠାନ ଓ ଦାୟିତ୍ବରେ ଅବହେଳା କରିଥିବା କର୍ମଚାରୀଙ୍କୁ ବହିଷ୍କାର ଦାବି କରିଛି ସଂଘ। ନୂଆପଡା ଜିଲ୍ଲାପାଳଙ୍କ କାର୍ୟ୍ୟଳୟ ରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଆଦିବାସୀଙ୍କ ଉପରେ ହେଉଥିବା ଅତ୍ୟାଚାର ଓ ଅନ୍ୟାୟ କୁ ପ୍ରଶାସନ ଅଣଦେଖା କରୁଥିବା କହିଛନ୍ତି ସଂଘର ସଭାପତି। ଗଣ୍ଡାବାହାଳି ସେବାଶ୍ରମ ବିଦ୍ୟାଳୟ ର ଜଣେ ନାବାଳିକା ଛାତ୍ରୀକୁ ଜଣେ ବ୍ୟକ୍ତି ଅପହରଣ ଓ ଦୁଷ୍କର୍ମ ଉଦ୍ୟମ କରୁହୁବା ସମୟରେ ସ୍ଥାନୀୟ ଲୋକେ ଦେଖି ଛାତ୍ରୀକୁ ଉଦ୍ଧାର କରିଥିଲେ ଓ ଅଭିଯୁକ୍ତକୁ ସିନାପାଲି ଥାନା କୁ ଦେଇଥିଲେ। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି। ଏ ଘଟଣା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା