Masthead

ହୀରାକୁଦରେ ଖୋଲିଲା ଆଉ ୫ଟି ଗେଟ୍

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ବଢିବାରେ ଲାଗିଛି ଜଳସ୍ତର । ଆଜି ସଂନ୍ଧ୍ୟା ସୁଦ୍ଧା ଖୋଲିବ ୧୦ଟି ଗେଟ୍ ।  ଏନେଇ ସୁଚନା ଦେଇଛନ୍ତି ହୀରାକୁଦ ଡ୍ୟାମ କର୍ତ୍ତୁପକ୍ଷ । ଏବେ ମୋଟ ୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଇଛି । ପ୍ରତି ସେକେଣ୍ଡରେ ୧୫ ହଜାର  କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ଭଙ୍ଗାଯାଇଥିବା ଘାଇରେ ବାଲି ବସ୍ତାା ପକାଇ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ