Masthead

ଚିତ୍ରୋତ୍ପଳା ନଦୀରେ ବନ୍ୟାଆସି ଭାଙ୍ଗିଲା କଂକ୍ରିଟ ୱାଲ

ଖଣ୍ଡପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ମହାକାଳପଡ଼ା ନିର୍ବାଚନ ମଣ୍ଡଳୀ – ମାର୍ଶାଘାଇ ବ୍ଲକ – ଆଖୁଆ ଦକ୍ଷିଣୀ ଗ୍ରାମ ପଞ୍ଚାୟତର ଅଭୟପୁର ଗ୍ରାମ । ଗ୍ରାମର ଆରାଧ୍ୟା ‘ମା’ ଭାଗବତୀଙ୍କ ପିଠର ଉନ୍ନତି କରଣ ନିମନ୍ତେ ତିନି ଲକ୍ଷ ଟଙ୍କା ବେୟ ଅଟକଳରେ ତିଆରି ହୋଇଥିଲା ୭୦ ଫୁଟ ଲମ୍ବର କଂକ୍ରିଟ ୱାଲ । ଆଜି ଏହି ୱାଲଟି ଚିତ୍ରୋତ୍ପଳା ନଦୀରେ ବନ୍ୟା ଆସି ଭୁଶୁଡି ପଡ଼ିଥିବା ଦେଖିବାକୁ ମିଳିଛି । ଚିତ୍ରୋତ୍ପଳା ଅତି ନିମ୍ନମାନର କାର୍ଯ୍ୟ ହୋଇଥିବାରୁ ମାତ୍ର ପନ୍ଦର ଦିନରେ ଏହି ୱାଲଟି ଭୁଶୁଡି ପଡ଼ିଥିବା ଅଭିଯୋଗ କରୁଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା