Masthead

ସ୍ୱାମୀର ପରକ୍ରିୟା ପ୍ରିତିକୁ ବିରୋଧ କଲା ସ୍ତ୍ରୀ, ତଣ୍ଟିକାଟି ଫିଙ୍ଗିଦେଲା ସ୍ୱାମୀ

ଜଗନ୍ନାଥ ପ୍ରସାଦ(ବଡ଼ ଖବର ବ୍ୟୁରୋ): ସ୍ୱାମୀ ର ପରକ୍ରିୟା ପ୍ରୀତି ବିରୋଧ କରୁଥିବା ସ୍ତ୍ରୀର ବେକ ଓ ହାତ କାଟି ଘଟଣା ସ୍ଥଳରୁ ପେରାର ଥିବା ସ୍ୱାମୀକୁ କେଶ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଜଣଙ୍କ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ମଙ୍ଗରାଜପୂର ମକରାପଲ୍ଲୀ ଗ୍ରାମର ରବୀନ୍ଦ୍ର ନାଇକ । ମଧ୍ୟ ରାତ୍ରରେ ଜିରାବାଡି ଗ୍ରାମ ଅଞ୍ଚଳରୁ ଜଣେ ମହିଳା ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ପଡି ଚିତ୍କାର କରି ସାହାଯ୍ୟ ମାଗୁଥିବା ବେଳେ, ସ୍ଥାନୀୟ ପୋଲିସ ମହିଳାଙ୍କୁ ଉଦ୍ଧାର କରି ଜଗନ୍ନାଥ ପ୍ରସାଦ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥଲେ । ମହିଳାର ତଣ୍ଟି କଟାଯାଇଥିବା ଯୋଗୁଁ ପ୍ରବଳ ରକ୍ତସ୍ରାବ ହୋଇଥିଲା । ସେ ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡମେଡିକାଲ କୁ ପଠାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ