Masthead

ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୦.୧୦ ଫୁଟ୍‌ ରହିଛି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ବଢୁଛି ହୀରାକୁଦ ଜଳସ୍ତର । ଉପର ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୦.୧୦ ଫୁଟ୍‌ ରହିଛି । ଏବେ ୧୨ଟି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ । ପ୍ରତି ସେକେଣ୍ଡରେ ହୀରାକୁଦକୁ ୪ ଲକ୍ଷ ୯୭ ହଜାର ୧୬ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୨୨ ହଜାର ୫୦୩ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି ।

କଟକ ମୁଣ୍ଡଳୀରେ ଏବେ ପ୍ରତି ସେକେଣ୍ଡରେ ୪ ଲକ୍ଷ ୨୦ ହଜାର ୮୨୪ କ୍ୟୁସେକ ଜଳ ନିସ୍କାସିତ ହେଉଛି । ସେହିପରି ବରମୁଳରେ ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୩ ହଜାର କ୍ୟୁସେକ ଜଳ ନିଷ୍କାସନ କରାଯାଉଛି । ବନ୍ୟା ଜଳ ଆସୁଥିବାରୁ ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ