Masthead

ବନ୍ୟାଜଳରେ ଭାସି ବୃଦ୍ଧା ମୃତ

ବିଞ୍ଝାରପୁର (ବଡ଼ ଖବର ବ୍ୟୁରୋ): ବନ୍ୟାଜଳରେ ଭାସିଯାଇ ବୃଦ୍ଧା ମୃତ । ମୃତକ ଜଣକ ହେଲେ ୫୫ ବର୍ଷୀୟ ବାସନ୍ତି ବେହେରା । ବୃଦ୍ଧା ଆଜି ସକାଳେ ଶୌଚ ହେବାକୁ ଯାଇଥିବା ବେଳେ ଗୋଡ ଖସି ଯିବାରୁ ଏଭଳି ଅଘଟଣ ଘଟିଛି । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅନ୍ତର୍ଗତ ଚନ୍ଦ୍ରମୁଁ ପଞ୍ଚାୟତର ରାଉତରା ଗ୍ରାମରେ । ଘଟଣାସ୍ଥଳରେ ବିଂଝାରପୁର ପୋଲିସ ପହଁଚି ଶବ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା