ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ ଝଟକା । ତୋଷଖାନା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ । ୫ ବର୍ଷ ପର୍ଯ୍ୟନ୍ତ ନିର୍ବାଚନ ଲଢ଼ିବା ଉପରେ ରୋକ ଲଗାଇଲେ ପାକିସ୍ତାନ କୋର୍ଟ।
In a major development, a district and sessions court convicted Pakistan Tehreek-e-Insaf (PTI) Chairman and former PM Imran Khan in the Toshakhana case, sentencing him to three years in prison, reports Pakistan's Geo News pic.twitter.com/9vfThi7mkC
— ANI (@ANI) August 5, 2023
ପ୍ରଧାନମନ୍ତ୍ରୀ ଥିବା ସମୟରେ ବିଦେଶୀ ମାନ୍ୟଗଣଙ୍କଠାରୁ ପାଇଥିବା ଦାମୀ ଉପହାରକୁ ବେଆଇନ୍ ଭାବେ ଇମ୍ରାନ ଖାନ୍ ବିକ୍ରି କରିଦେଇଥିବା ଅଭିଯୋଗ ହୋଇଥିଲା। ଏଥିରେ ସେ ଦୋଷୀ ସାବ୍ୟସ୍ତ ମଧ୍ୟ ହୋଇଥିଲେ।