Masthead

ନକ୍ସଲ ଦମନରେ ସହଯୋଗ ନେଇ ନବୀନଙ୍କୁ ଶାହଙ୍କ ଧନ୍ୟବାଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ଅମିତ ଶାହ । ଆଜି ଲୋକସେବା ଭବନରେ ଆୟୋଜିତ ହୋଇଥିବା ସରକାରୀ କାର୍ଯ୍ୟକ୍ରମରେ ପରସ୍ପରକୁ ଧନ୍ୟବାଦ ଜଣାଇଲେ ଅମିତ ଶାହ ଓ ନବୀନ ପଟ୍ଟନାୟକ । କେନ୍ଦ୍ରର ସହଯୋଗ ପାଇଁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ । ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ରର ସହଯୋଗ ପାଇଁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ । ନକ୍ସଲ ଦମନରେ ସହଯୋଗ ନେଇ ନବୀନଙ୍କୁ ଧନ୍ୟବାଦ ଦେଲେ ଅମିତ ଶାହ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା