OSSC ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣ ଦଲାଲ ଗିରଫ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): OSSC ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣ ଦଲାଲ ଗିରଫ । ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୮ ଜଣଙ୍କୁ ଗିରଫ କଲା ବାଲେଶ୍ୱର ପୋଲିସ । ୮ ଜଣଙ୍କୁ ଗିରଫ ନେଇ ବାଲେଶ୍ୱର ପୋଲିସ ପକ୍ଷରୁ ସୂଚନା । ଏହି ଘଟଣାରେ ମୋଟ ୨୫ ଜଣଙ୍କୁ ଗିରଫ କଲା ପୋଲିସ । ନିକଟରେ OSSC ଜେଇ ସିଭିଲ୍ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଷ୍ଟରମାଇଣ୍ଡକୁ ଗିରଫ କରାଯାଇଥିଲା । ବିହାରରୁ ମାଷ୍ଟରମାଇଣ୍ଡକୁ ବାଲେଶ୍ୱର ପୋଲିସ ଗିରଫ କରିଥିଲା । ଖାଲି ମାଷ୍ଟରମାଇଣ୍ଡ ନୁହେଁ ତା’ ସହିତ ଅନ୍ୟ ୭ ଅଭିଯୁକ୍ତଙ୍କୁ ମଧ୍ୟ ବିହାରରୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ