Masthead

ଖୁବ ଶୀଘ୍ର ରିଲିଜ ହେବ ଫିଲ୍ମ ‘କୁଶି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ଅଭିନେତା ବିଜୟ ଦେବରକୋଣ୍ଡା ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୂଙ୍କ ଆଗାମୀ ଫିଲ୍ମ ‘କୁଶି’ ରିଲିଜ ହେବା ପାଇଁ ସମ୍ପୁର୍ଣ୍ଣ ପ୍ରସ୍ତୁତ ଅଛି । ଏହି ରୋମାଣ୍ଟିକ ଫିଲ୍ମକୁ ଦେଖିବା ପାଇଁ ଫ୍ୟାନ୍ସମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି । ଶୀଘ୍ର ହିଁ ଫିଲ୍ମର ଟ୍ରେଲର ରିଲିଜ ହେବାକୁ ଯାଉଛି । ଏବେ ‘କୁଶି’ର ଦର୍ଶକମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି ।

କୁହାଯାଉଛି ଯେ ଫିଲ୍ମଟି କୁ ସେନ୍ସର ବୋର୍ଡ ଟ୍ରେଲର ରିଲିଜ ପାଇଁ ଅନୁମତି ଦେଇଦେଇଛି । ଶିବ ନିର୍ବାଣ ଦ୍ୱାରା ନିଦେ୍ର୍ଦଶିତ ଏହି ଫିଲ୍ମ ଏହି ଫିଲ୍ମଟି ଦର୍ଶକମାନଙ୍କୁ ଖୁବ ପସନ୍ଦ ଆସିବ ବୋଲି କୁହାଯାଉଛି । ଫିଲ୍ମ ‘କୁଶି’ ଜମ୍ମୁ-କାଶ୍ମୀରରେ ରହୁଥିବା ଜଣେ ସୈନିକ ଏବଂ ଜଣେ ସାଧାରଣ ଝିଅର ପ୍ରେମ କାହାଣୀ ଉପରେ ଆଧାରିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା