Masthead

ପାଟି ଖୋଲିବାରୁ ବିଦା ହେଲେ ସଫେଇ କର୍ମଚାରୀ

ପୋଲସରା, (ବଡ଼ ଖବର ବ୍ୟୁରୋ): କରୋନା ଯୋଦ୍ଧାଙ୍କୁ ଅସମ୍ମାନ । ମୁହଁ ଖୋଲିବାରୁ ଚାକିରି ହରାଇଲେ ସଫେଇ କର୍ମଚାରୀ । କରୋନା ମହାମରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ସଫେଇ କାମ କରୁଥୁବା ଏହି କର୍ମଚାରୀମାନେ ବୋନସ ଟଙ୍କା ମାଗିବାରୁ ସେମାନଙ୍କୁ କାମରୁ ବିଦା କରାଯାଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ପୋଲସରା ଏନଏସିର ସମସ୍ତ ଅସ୍ଥାୟୀ କର୍ମଚାରୀମାନେ ଆଜି ଏନଏସି ଅଫିସ ଘେରବା ସହ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି । ଠିକ ସମୟରେ ଦରମା ସହ ଇପିଏଫ୍ ଟଙ୍କା ପ୍ରଦାନ ନ କଲେ ଆଗମୀ ଦିନରେ ରାସ୍ତାକୁ ଓହ୍ଲାଇବା ପାଇଁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି