Masthead

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏନସିଆରରେ ଭୂକମ୍ପ। ଦିଲ୍ଲୀରୁ ନେଇ କାଶ୍ମୀର ପର୍ୟ୍ୟନ୍ତ ଅନୁଭୂତ ହୋଇଛି ଭୂକମ୍ପ । ରାତି ୯.୩୧ ମିନିଟରେ ଅନୁଭୂତ ହୋଇଛି ଭୂକମ୍ପର ଝଟକା । ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ବୋଲି କୁହାଯାଇଛି । ଦିଲ୍ଲୀରୁ ପାକିସ୍ତାନ ଓ ଲାହୋର ଏବଂ ଆଫଗାନିସ୍ତାନ ପର୍ୟ୍ୟନ୍ତ ଏହି ଭୂକମ୍ପର ଝଟକା ଅନୁଭୂତ ହୋଇଛି ।ମିଳିଥିବା ସୂଚନା ଅନୁଯାଇ ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ହିନ୍ଦୁକୁଶ ବୋଲି ଜଣାପଡ଼ିଛି ।

ଏଥିପାଇଁ ଦିଲ୍ଲୀ ସମେତ ଜମ୍ମୁ-କାଶ୍ମୀରରେ ତୀବ୍ର ଝଟକା ଅନୁଭୂତ ହୋଇଛି । ହିନ୍ଦୁକୁଶ କେନ୍ଦ୍ରସ୍ଥଳ ହୋଇଥିବାରୁ ପାକିସ୍ତାନ, ଆଫଗାନିସ୍ତାନ ଓ ଭାରତରେ ଏକା ସହିତ ଏହି ଝଟକା ଅନୁଭୂତ ହୋଇଥିଲା । ବିଶେଷ କରି ଜାମ୍ମୁ-କାଶ୍ମୀରରେ ଗୋଟିଏ ପରେ ଗୋଟିଏ ଭୂକମ୍ପ ଝଟକା ଅନୁଭୂତ ହେଉଥିବା ବେଳେ ଦିଲ୍ଲୀ ଏନସିଆରରେ ମଧ୍ୟ ଭୂକମ୍ପ ଅନୁଭୂତ ହେଉଛି । କାଶ୍ମୀରର କଟରା ଠାରେ ଅନୁଭୂତ ହୋଇଥିବା ଭୂକମ୍ପର ତୀବ୍ରତା ଥିଲା ୩.୮ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ