Masthead

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଧାମନଗର(ବଡ଼ ଖବର ବ୍ୟୁରୋ): ବନ୍ୟାଜଳରେ ଭାସିଯାଇ ଯୁବକ ନିଖୋଜ ଘଟଣା । ମିଳିଲା ଯୁବକଙ୍କ ମୃତଦେହ । ଗତକାଲି ଅଗ୍ନିଶମ ବାହିନୀ ବହୁ ଖୋଜା ଖୋଜି ପରେବି ଯୁବକଙ୍କ କୌଣସି ପତ୍ତା ମିଳିନଥିଲା । ଆଜି ସକାଳୁ ମୃତଦେହ ଘୁସୁରା ପାଖ ବିଲରେ ଭାସୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କ ସହାୟତାରେ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠାଇଛନ୍ତି ।

ସୂଚନା ଅନୁସାରେ ଗତକାଲି ସଞ୍ଜୀବ ପଣ୍ଡା ନାମକ ଜଣେ ଯୁବକ ନିଜ ବାଇକରେ ଭଦ୍ରକରୁ ନିଜ ଘର ଯାଜପୁରକୁ ଫେରୁଥିଲେ । ଧୂଷୁରୀରୁ ଯାଜପୁରକୁ ସଂଯୋଗ କରୁଥିବା ରାସ୍ତା ହରିହଂସ ଘୁସୁରା ନିକଟରେ ପ୍ରଖର ସୁଅରେ ଭାସି ଯାଇ ଥିଲେ । ଆଜି ତାଙ୍କ ମୃତଦେହ ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼