Masthead

ଯବାନଙ୍କ ସହିଦ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲେ ଓୱାଇସି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରରେ ଧାରା ୩୭୦ ହଟିବାକୁ ଚାରି ବର୍ଷ ଶେଷ ହେବା ପରେ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତିି ଯେ ଆମର ତିନିଜଣ ଯବାନଙ୍କୁ ପାକିସ୍ତାନର ଆତଙ୍କବାଦୀମାନେ ହତ୍ୟା କରିଛନ୍ତି । ଏବଂ ଆପଣ ସେମାନଙ୍କ ସହ (ପାକିସ୍ତାନ) ବିଶ୍ୱକପ ମ୍ୟାଚ୍ ଖେଳିବା । କାହିଁକି ଏ ପ୍ରସଙ୍ଗରେ କାହିଁକି ଉତ୍ତେଜନା ହେଉ ନାହିଁ । କାରଣ ନରେନ୍ଦ୍ର ମୋଦୀ ଆମ ଦେଶର ପ୍ରଧାନମନ୍ତ୍ରୀ ।

ବିଜେପି ସରକାର ମଧ୍ୟ । ସେ ଆହୁରି ମଧ୍ୟ କହିଛନ୍ତି ଜାନୁୟାରୀ ୨୦୨୧ ରୁ ମେ ୨୦୨୩ ପର୍ଯ୍ୟନ୍ତ କାଶ୍ମୀରରେ ୨୫୧ ଟି ଆତଙ୍କବାଦୀ ଘଟଣା ଘଟିଛି। ବହୁ ସଂଖ୍ୟକ ସାଧାରଣ ନାଗରିକଙ୍କର ମୃତ୍ୟୁ ମଧ୍ୟ ଳହୋଇଛି । ଏ ସବୁ କାହିଁକି ହେଉଛି । ଏହା ପୂର୍ବରୁ ୨୦୨୧ ରେ ଆମର ପାଞ୍ଚଜଣ ଯବାନ ସହିଦ ହୋଇଥିଲେ । ଏବଂ ଆମେ ପୁଣି ପାକିସ୍ତାନ ସହିତ ମ୍ୟାଚ୍ ଖେଳିବାକୁ ଯାଇଥିଲୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ