Masthead

ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ସକାଳ ୮ଟା ସୁଦ୍ଧା ଜଳସ୍ତର ୬୨୧.୯୭ ଫୁଟ ରହିଥିବା ବେଳେ । ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ହୀରାକୁଦରେ ପ୍ରବେଶ କରୁଛି ୪ଲକ୍ଷ ୨୫ ହଜାର ୩୮୩ କ୍ୟୁସେକ ବନ୍ୟାଜଳ । ନିଷ୍କାସିତ ହେଉଛି ୩ଲକ୍ଷ ୧୭ହଜାର ୬୭୯ କ୍ୟୁସେକ ବନ୍ୟାଜଳ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼