Masthead

ନଦୀ କୂଳରେ ପଡ଼ିଛି ଅଚିହ୍ନା ଶବ

ବରୀ (ବଡ଼ ଖବର ବ୍ୟୁରୋ): ବରୀ ଥାନା ଅଧୀନ ଅମଟପୁରପଞ୍ଚାୟତ କମ୍ପାଗଡ ପୋଲଠାରୁ ୫୦ ମିଟର ଦୂରରେ ପଡ଼ିରହିଛି ଏକ ଅଚିହ୍ନା ଶବ। ନଦୀ ରୁ ବନ୍ୟା ଜଳ କମୁଥିବା ବେଳେ ଗନ୍ଧ ବାହାରିବାରୁ ସ୍ଥାନୀୟ ଲୋକେ ନଦୀ କୂଳରେ ଏକ ଶବ ପଡ଼ିଥିବା ଦେଖିବାକୁ ପାଇଛନ୍ତି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ