Masthead

‘ଦେଶର ଏକ ଅଂଶ ଜଳୁଛି , ଗୁରୁତ୍ୱ ଦେଉନାହାନ୍ତି ସରକାର’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଜଳୁଛି ମଣିପୁର । ଥମୁନି ହିଂସା । ଦୁଇ ସମୁଦାୟ କୁକି ଓ ମୈତେଇ ମଧ୍ୟରେ ବିବାଦ ପୁଣିଥରେ ବୃଦ୍ଧି ପାଇଥିବ ଜଣାପଡିଛି । ପୁଣିଥରେ ମଣିପୁରରେ ହିଂସା ଯୋଗୁଁ ଇମ୍ପାଲ ଓ ପଶ୍ଚିମ ଇମ୍ପାଲ ଜିଲ୍ଲାରେ କର୍ଫ୍ୟୁ କଡ଼ାକଡ଼ି କରାଯାଇଛି । କୁକି ସମୁଦାୟର ଲୋକଙ୍କ ଘରକୁ ନିଆଁ ଲଗାଇ ଦେଇଛନ୍ତି ଉପଦ୍ରବକାରୀ । କିଛି ଲୋକ ବିଷ୍ଣୁପୁର କୱକଟାରେ ଭାରତୀୟ ସେନା ଦ୍ୱାରା ପ୍ରସ୍ତୁତ ସମ୍ବେଦନଶୀଳ ଅଞ୍ଚଳରେ ପ୍ରବେଶ କରିଥିଲେ । ଏହାପରେ ଗୁରୁବାର ସଂଧ୍ୟାରେ ମଧ୍ୟ ବିଷ୍ଣୁପୁର ଜିଲ୍ଲାରେ ଉତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

ମଣିପୁରକୁ ନେଇ ଜୋର ଧରିଛି ରାଜନୀତି । ବିରୋଧୀଙ୍କ ଟାର୍ଗେଟରେ ରହିଛନ୍ତି ସରକାର । ମଣିପୁର ହିଂସାକୁ ନେଇ କଂଗ୍ରେସ ଟ୍ୱିଟ କରି କହିଛି ମଣିପୁରରେ ଏବେ ବି ହିଂସା ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ହଲାଣି । ଅନେକ ସ୍ଥାନରେ ଦଙ୍ଗା ମଧ୍ୟ ଜାରି ରହିଛି । ଦେଶର ଏକ ଅଂଶ ଜଳୁଛି କିନ୍ତୁ ପ୍ରଧାନମନ୍ତ୍ରୀ ନିଜ ଦୁନିଆରେ ବ୍ୟସ୍ତ ଅଛନ୍ତି। ଏହା ସେମାନଙ୍କ ପାଇଁ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା