Masthead

ଦୀପାଳି ବାର ଲଜରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭୁବନେଶ୍ୱରେରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଲକ୍ଷ୍ମୀସାଗର କଟକ ରୋଡରେ ଥିବା ଦୀପାଳି ବାରରେ ଥିବା ଲଜରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଠାବ କରିଛି । ୨୦୫ ନମ୍ବର ରୁମରେ ଯୁବତୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ ଲଜ୍ କର୍ମଚାରୀ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଲକ୍ଷ୍ମୀସାଗର ଥାନା ପୋଲିସ । ମୃତ ଯୁବତୀଙ୍କ ହେଲେ ଶୁଭଲକ୍ଷ୍ମୀ ସାହୁ ।

ଘର ଭଦ୍ରକର କୁଆବାଗ ସାହି ବୋଲି ଜଣାପଡିଛି । ଗତକାଲି ସକାଳେ ଯୁବତୀ ଜଣକ ଲଜ୍ ରେଜିଷ୍ଟ୍ରିରେ ଏଣ୍ଟ୍ରି କରିଥିଲେ । ଆଜି ସେହି ଯୁବତୀଙ୍କ ଝୁଲନ୍ତା ମୃତଦେହ ଲଜରୁ ମିଳିଛି । ଆଜି ଯୁବତୀଙ୍କ ପରିବାର ଲୋକ ଆସିବା ପରେ ମୃତଦେହ ଉଦ୍ଧାର ଯାଇ ପୋଲିସ ପଚରାଉଚରା ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା