Masthead

ଅମୃତ ଭାରତ ଷ୍ଟେସନ ଯୋଜନା, ଓଡ଼ିଶାରୁ ୨୫

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅମୃତ ଭାରତ ଷ୍ଟେସନ ଯୋଜନା ମାଧ୍ୟମରେ ସାରା ଦେଶରେ ୫୦୮ଟି ରେଳ ଷ୍ଟେସନର ରୂପାନ୍ତରଣ ହେବାକୁ ଯାଉଛି । ଏଥିରେ ଓଡ଼ିଶାରୁ ରହିଛି ୨୫ଟି ଷ୍ଟେସନ । ଏହି ୨୫ଟି ଷ୍ଟେସନର ଆଧୁନିକୀକରଣ ପାଇଁ ୫୩୨ କୋଟି ଟଙ୍କା ନିବେଶ କରାଯିବ । ଓଡ଼ିଶାର ପୁନର୍ବିକଶିତ ହେବାକୁ ଥିବା ରେଳ ଷ୍ଟେସନ ଗୁଡ଼ିକ ହେଲା ଅନୁଗୁଳ, ବଲାଙ୍ଗୀର, ବାଲୁଗାଁ, ବଡ଼ବିଲ, ବରଗଡ଼ ରୋଡ଼, ବାରିପଦା, ବରପାଲି, ଭବାନୀପାଟଣା, ଛତ୍ରପୁର, ଦାମନଜୋଡ଼ି, ଢେଙ୍କାନାଳ, ହରିଶଙ୍କର ରୋଡ଼, ହିରାକୁଦ, ଜଳେଶ୍ୱର, କଂଟାବାଞ୍ଜି, ଖରିଆର ରୋଡ଼, ଖୋର୍ଦ୍ଧା ରୋଡ଼ି ଜଂ, ଲିଙ୍ଗରାଜ ଟେମ୍ପଲ ରୋଡ଼, ମଂଚେଶ୍ୱର, ମେରାମଣ୍ଡଳି, ମୁନିଗୁଡ଼ା, ରେଢ଼ାଖୋଲ, ସାକ୍ଷିଗୋପାଳ, ତାଳଚେର ରୋଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ