Masthead

ସାହାରାପଡ଼ାରେ ଦନ୍ତା ଆତଙ୍କ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଗୋଠ ଛଡ଼ା ଦନ୍ତାହାତୀ । ହାତୀଟି ୬ ଦିନ ହେବ ଅଞ୍ଚଳରେ ଉପଦ୍ରବ ଚଲାଇଛି । ଦନ୍ତାହାତୀଟି କାଶିଆସାହି ଓ ରାମଚନ୍ଦ୍ରପୁର ଗାଁରେ ରାତିରେ ପଶି ୧୨ ରୁ ଅଧିକ ଘର ଭାଙ୍ଗିଥିବା ଜଣାପଡ଼ିଛି। ଘର ଭାଙ୍ଗିବାବେଳେ ଗୋଠ ଛଡ଼ା ଦନ୍ତାଟି ଧାନ ଚାଉଳ ଖାଇଯିବା ଓ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ତେବେ ହାତୀ କୁ ଖୁବଶୀଘ୍ର ଘଉଡ଼ାଇବାକୁ ଲୋକେ ଦାବି କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ