ପାକିସ୍ତାନରେ ଟ୍ରେନ୍‌ ଲାଇନଚ୍ୟୁତ, ୧୫ ମୃତ, ୫୦ ଆହତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ପାକିସ୍ତାନରେ ଟ୍ରେନ ଦୁର୍ଘଟଣା । ସହରା ଷ୍ଟେସନ ନିକଟରେ କରାଚିରୁ ରାୱଲପିଣ୍ଡି ଯାଉଥିବା ହଜାରା ଏକ୍ସପ୍ରେସ ୧୦ଟି ବଗି ଲାଇନଚ୍ୟୁତ ହେବାରୁ ୧୫ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୫୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଏହି ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାର ଆଶଙ୍କା ରହିଥିବା ସୂଚନା ରହିଛି । ଏନେଇ ଅଧିକ କିଛି ସୂଚନା ମିଳିପାରିନାହିଁ । ସେପଟେ ନିକଟସ୍ଥ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି ।

ଏହି ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ନବାବଶ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଧିକାରୀମାନେ ତଦନ୍ତ ଆରମ୍ଭ କରିଛନ୍ତି । ପାକିସ୍ତାନୀ ଗଣମାଧ୍ୟମ ପାକିସ୍ତାନ ରେଳ ବିଭାଗର ବିଭାଗୀୟ ଅଧୀକ୍ଷକ ସୁକ୍କୁର ମହମ୍ମଦୁର ରେହମାନଙ୍କ କହିଛନ୍ତି ଟ୍ରେନର ୧୦ ଟି ବଗି ଲାଇନଚ୍ୟୁତ ହୋଇଛି । ପ୍ରଭାବିତ ବଗିରୁ ଯାତ୍ରୀଙ୍କୁ ସ୍ଥାନାନ୍ତର କରାଯାଇଛି। ନିକଟସ୍ଥ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ