କ୍ରିକେଟକୁ ରାଜନୀତିରେ ମିଶ୍ରଣ କରିବାକୁ ଚାହୁଁନାହୁଁ: ପାକିସ୍ତାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦୨୩ କ୍ରିକେଟ ବିଶ୍ୱକପ ଭାରତରେ ଅନୁଷ୍ଠିତ ହେବ । ବିଶ୍ୱକପକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ପାକିସ୍ତାନ ସରକାର । ପାକିସ୍ତାନ ସରକାର ବିଶ୍ୱକପ ପାଇଁ ନିଜ ଦଳକୁ ଭାରତ ପଠାଇବାକୁ ରାଜି ହୋଇଛନ୍ତି। ବାବର ଆଜାମଙ୍କ ଦଳ ସରକାରଙ୍କଠାରୁ ସବୁଜ ସଙ୍କେତ ପାଇଛି। ଏହି ପରିପ୍ରେକ୍ଷୀରେ ପାକିସ୍ତାନ ସରକାର କହିଛନ୍ତି ଯେ ଆମେ କ୍ରୀଡ଼ାକୁ ରାଜନୀତିରେ ମିଶ୍ରଣ କରିବାକୁ ଚାହୁଁନାହୁଁ। ଏହି କାରଣରୁ ଆମେ ବିଶ୍ୱକପ ପାଇଁ ଆମ ଦଳ ପଠାଇବାକୁ ନିଷ୍ପତ୍ତି ନେଇଛୁ। ଯାହା ଭାରତୀୟ ମାଟିରେ ଖେଳାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ