ପୂର୍ଣ୍ଣଚନ୍ଦ୍ରଙ୍କ ମୃତ୍ୟୁ, ହତ୍ୟା ନା ଆତ୍ମହତ୍ୟା !

ପିପିଲି(ବଡ଼ ଖବର ବ୍ୟୁରୋ): ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ। ଆତ୍ମହତ୍ୟା ନା ହତ୍ୟା ତାକୁ ନେଇ ଏବେ ବଢୁଛି ସନ୍ଦେହ । ଯିଏ ଅନ୍ୟକୁ ସାହସ ଦିଏ, ସିଏ କ’ଣ ନେଇ ପାରିଥିବ ଏଭଳି ନିଷ୍ପତ୍ତି। ପିପିଲି ପୌରାଞ୍ଚଳ ୱାଡ ନମ୍ୱର୍ ୧୦ ଡେଲ୍ଟା ଛକରେ ଏକ ଘରୁ ଯୁବକର ମୃତ ଦେହକୁ ଜବତ କରିଛି ପୋଲିସ। ମୃତ ଯୁବକ ଜଣଙ୍କ ହେଲେ ପୁର୍ଣ୍ଣଚନ୍ଦ୍ର ବରାଳ। ବୟସ ୨୨ବର୍ଷ ବୋଲି ଜଣାପଡିଛି। ଘଟଣା ସ୍ଥଳରେ ପିପିଲି ପୋଲିସ ପହଞ୍ଚି ମୃତ ଦେହକୁ ଜବତ କରି ତଦନ୍ତ ଚଳାଇଛି ।

ଯୁବକ ଜଣକ ପିପିଲି ଓ ଆଖପାଖ ଅଞ୍ଚଳରେ ବେଶ ପରିଚିତ ଥିଲେ । ପୁର୍ଣ୍ଣଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇପାଡିଛନ୍ତି ପ୍ରିୟଜନ। କୁହାଯାଉଛି କି ପାରିବାରିକହ କଳହ ତାଙ୍କ ମୃତ୍ୟୁର କାରଣ। ଏଭଳି ଏକ ଯୁବ ପ୍ରତିଭାବାନଙ୍କ ମୃତ୍ୟୁକୁ ନେଇ ଉଙ୍କି ମାରିଛି ପ୍ରଶ୍ନ ? ଆତ୍ମହତ୍ୟା କରିଛି କି ତାକୁ କିଏ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବା ପାଇଁ ପ୍ରୟାସ କରାଯାଉଛି ତାହା ସାଧାରଣରେ ସନ୍ଦେହ ସୃଷ୍ଟି ହେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ