Masthead

ଆଜି ରାଜ୍ୟସଭାରେ ଆଗତ ହେବ ଦିଲ୍ଲୀ ସର୍ଭିସ ବିଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ପାରିତ ହୋଇସାରିଥିବା ଦିଲ୍ଲୀ ସର୍ଭିସ ବିଲ୍ ଆଜି ରାଜ୍ୟସଭାରେ ଆଗତ ହେବ ବିଲ ଉପସ୍ଥାପନା କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପୂର୍ବରୁ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଲୋକସଭାରେ ବିଲ ଆଗତ ହୋଇସାରିଛି । ରାଜ୍ୟସଭାରେ ବିଲ ଆଗତ ହେବା ପୂର୍ବରୁ ନିଜର ସବୁ ରାଜ୍ୟସଭା ସାଂସଦଙ୍କୁ ଆଜି ଓ କାଲି ଉପସ୍ଥିତ ରହିବାକୁ ଆପ ହ୍ୱିପ ଜାରି କରିଛି । କଂଗ୍ରେସ ମଧ୍ୟ ନିଜ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ ଜାରି କରିଛି ।

ରାଜ୍ୟସଭାରେ ବିଲକୁ ରୋକିବାକୁ ବିରୋଧୀ ଇଣ୍ଡିଆ ମେଣ୍ଟ ଭରପୁର ଉଦ୍ୟମ କରିବେ । ପୂର୍ବରୁ ବିଭିନ୍ନ ଦଳକୁ ଭେଟି ସମର୍ଥନ ମାଗିଥିଲେ କେଜ୍ରିୱାଲ । ତେବେ ଲୋକସଭାରେ ଏନଡିଏର ସଂଖ୍ୟା ଗରିଷ୍ଠତା ଥିବାରୁ ବିଲ୍‌ଟି ବିନା ବାଧାରେ ପାରିତ ହୋଇଥିଲା । ରାଜ୍ୟସଭାରେ ବି ଏନଡିଏ ପକ୍ଷରେ ଅଧିକ ସମର୍ଥନ ରହିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼