Masthead

ପୋଖରୀରୁ ମିଳିଲା ଗୃହରକ୍ଷୀଙ୍କ ମୃତଦେହ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ପୋଖରୀରୁ ଉଦ୍ଧାର ହେଲା ଗୃହରକ୍ଷୀଙ୍କ ମୃତଦେହ। ଗଞ୍ଜାମ ଜିଲ୍ଲା ବଡଗଡ ଥାନା ନିକଟ ପୋଖରୀରୁ ଉଦ୍ଧାର ହୋଇଛି ଗୃହରକ୍ଷୀଙ୍କ ମୃତଦେହ । ମୃତକ ହେଲେ ବଡଗଡ ଗ୍ରାମର ବଳରାମ ଦାସ। ସେ ଏକ ସପ୍ତାହ ହେଲା ଥାନାକୁ ଆସୁ ନଥିଲେ।

କିନ୍ତୁ ଆଜି ସକାଳୁ ଗୃହରକ୍ଷୀଙ୍କ ମୃତ ଦେହ ପୋଖରୀରେ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକେ । ପୋଲିସ ଖବର ପାଇ ମୃତ ଦେହକୁ ପୋଖରୀରୁ ଉଦ୍ଧାର କରି ବଡଗଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ