Masthead

ସାଂସଦ ପଦ ଫେରି ପାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସାଂସଦ ପଦ ଫେରି ପାଇଲେ ରାହୁଲ ଗାନ୍ଧୀ । ଲୋକସଭା ସଚିବାଳୟ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ମୋଦି ସରନେମ ମାମଲାରେ ସାଂସଦ ପଦ ହରାଇଥିଲେ । ସୁପ୍ରିମକୋର୍ଟଙ୍କ ରାୟ ପରେ ରାହୁଲ ଗାନ୍ଧୀ ନିଜର ସାଂସଦ ସଦସ୍ୟତା ପଦ ଫେରି ପାଇଛନ୍ତି । କେରଳର ୱାୟନାଡରୁ ରାହୁଲ ଗାନ୍ଧୀ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।

ଲୋକସଭା ସଚିବାଳୟର ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପୁଣିଥରେ ରାହୁଲ ଗାନ୍ଧୀଙ୍କୁ ସଂସଦରେ ଦେଖିବାକୁ ମିଳିବ । ଗତ ମାର୍ଚ୍ଚ ୨୪ରେ ସାଂସଦ ପଦ ହରାଇଥିଲେ ରାହୁଲ ଗାନ୍ଧୀ । ମୋଦି ସାଙ୍ଗିଆ ମାମଲାରେ ବୟାନ ଦେବାକୁ ନେଇ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷର ଦଣ୍ଡାଦେଶ ହୋଇଥିଲା । ଯାହାଫଳରେ ରାହୁଲ ଗାନ୍ଧୀଙ୍କ ସାଂସଦ ପଦ ରଦ୍ଦ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି