Masthead

‘ପୁଣି ମନୋରଞ୍ଜନ ଫେରି ଆସିଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ସାଂସଦ ପଦ ଫେରି ପାଇଲେ ରାହୁଲ ଗାନ୍ଧୀ । ଲୋକସଭା ସଚିବାଳୟ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । ମୋଦି ସରନେମ ମାମଲାରେ ସାଂସଦ ପଦ ହରାଇଥିଲେ । ସୁପ୍ରିମକୋର୍ଟଙ୍କ ରାୟ ପରେ ରାହୁଲ ଗାନ୍ଧୀ ନିଜର ସାଂସଦ ସଦସ୍ୟତା ପଦ ଫେରି ପାଇଛନ୍ତି । ଯାହାକୁ ନେଇ କଂଗ୍ରେସରେ ଖୁସିର ମାହୋଲ ।

ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଉତ୍ସବ ମନାଉଥିବାବେଳ ନିଜ ନିଜ ମଧ୍ୟରେ ମିଠା ଖୁଆଇ ସେଲିବ୍ରେଟ କରିଛନ୍ତି । ସାଂସଦ ପଦ ଫେରି ପାଇବାକୁ ନେଇ ବିଜେପି ସାଂସଦ ନିଶିକାନ୍ତ ଦୁବେ କହିଛନ୍ତି ଯେ ପୁଣି ମନୋରଞ୍ଜନ ଫେରି ଆସିଛି। ଅନ୍ୟପଟେ କଂଗ୍ରେସ ନେତା ପ୍ରମୋଦ ତିୱାରୀ କହିଛନ୍ତି, ରାହୁଲ ଗାନ୍ଧୀ ଫେରିଛନ୍ତି। ସଂସଦରେ ପୁଣି ସିଂହ ଗର୍ଜନ କରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ